Biblia Todo Logo
Bib sou entènèt

- Piblisite -




ମାଥିଉ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

Gade chapit la Kopi

ଓଡିଆ ବାଇବେଲ

10 ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେତେବେେଳେ ଅନେକେ ସେମାନଙ୍କର ବିଶ୍ୱାସ ହରାଇବେ, ପରସ୍ପରକୁ ଘୃଣା କରି ପରସ୍ପର ପ୍ରତି ବିଶ୍ୱାସଘାତକତା କରିବେ।

Gade chapit la Kopi

ପବିତ୍ର ବାଇବଲ

10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ।

Gade chapit la Kopi




ମାଥିଉ 24:10
17 Referans Kwoze  

କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;


ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।


ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”


ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,


Swiv nou:

Piblisite


Piblisite