Biblia Todo Logo
Bib sou entènèt

- Piblisite -




ମାଥିଉ 24:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 “ସେତେବେଳେ ଯଦି କେହି ତୁମ୍ଭମାନଙ୍କୁ କହେ, ‘ଏଠାରେ ମସୀହ ଅଛନ୍ତି ବା ସେଠାରେ ସେ ଅଛନ୍ତି,’ ତାକୁ ବିଶ୍ୱାସ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ।

Gade chapit la Kopi




ମାଥିଉ 24:23
6 Referans Kwoze  

ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।


ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ଵା ‘ଦେଖ, ସେଠାରେ,’ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।


ମୁଁ ମୋହର ପିତାଙ୍କ ନାମରେ ଆସିଅଛି, ଆଉ ତୁମ୍ଭେମାନେ ତ ମୋତେ ଗ୍ରହଣ କରୁ ନାହଁ; ଅନ୍ୟ ଜଣେ ଯଦି ନିଜ ନାମରେ ଆସିବ, ତେବେ ତୁମ୍ଭେମାନେ ତାହାକୁ ଗ୍ରହଣ କରିବ।


କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।


Swiv nou:

Piblisite


Piblisite