Biblia Todo Logo
Bib sou entènèt

- Piblisite -




ମାଥିଉ 24:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି ସେ ତାହାକୁ ଦ୍ଵିଖଣ୍ତ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ତାକୁ ସେ କଠୋର ଶାସ୍ତି ଦେବେ। ସେ ପ୍ରତାରକମାନଙ୍କର ଦୁର୍ଦ୍ଦଶା ଭୋଗ କରିବ ଏବଂ ଶେଷରେ ବିଳାପ କରି ଦାନ୍ତ ରଗଡ଼ିବା ତା’ ପକ୍ଷରେ ସାର ହେବ।

Gade chapit la Kopi

ପବିତ୍ର ବାଇବଲ

51 ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।

Gade chapit la Kopi




ମାଥିଉ 24:51
9 Referans Kwoze  

ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”


ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।


ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”


ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।


ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,


Swiv nou:

Piblisite


Piblisite