ମାଥିଉ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗା; ନୁହେଁ। Gade chapit laଓଡିଆ ବାଇବେଲ6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)6 ତୁମ୍ଭେମାନେ ନିକଟରେ ଲାଗିଥିବା ଯୁଦ୍ଧର କୋଳାହଳ ଶୁଣବ ଓ ଦୂରରେ ଚାଲିଥିବା ଯୁଦ୍ଧର ସମ୍ବାଦ ପାଇବ। କିନ୍ତୁ ଆତଙ୍କିତ ହୁଅ ନାହିଁ। ଏପରି ସବୁ ନିଶ୍ଚୟ ଘଟିବ। କିନ୍ତୁ, ଏହାର ଅର୍ଥ ନୁହେଁ ଯେ ଯୁଗାନ୍ତ କାଳ ଉପସ୍ଥିତ। Gade chapit laପବିତ୍ର ବାଇବଲ6 ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। Gade chapit la |
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,