Biblia Todo Logo
Bib sou entènèt

- Piblisite -




ମାଥିଉ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ଏସବୁ ପ୍ରସବ ବେଦନାର ଆରମ୍ଭ ମାତ୍ର।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।

Gade chapit la Kopi




ମାଥିଉ 24:8
12 Referans Kwoze  

ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।


କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;


ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।


Swiv nou:

Piblisite


Piblisite