Biblia Todo Logo
Bib sou entènèt

- Piblisite -




ମାଥିଉ 26:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ଏହିସମସ୍ତ କଥା ସମାପ୍ତ କରି ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହିସବୁ ଶିକ୍ଷା ଦେଇ ସାରିବା ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ୟମାନଙ୍କୁ କହିଲେ,

Gade chapit la Kopi




ମାଥିଉ 26:1
3 Referans Kwoze  

ଯୀଶୁ ଏହିସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,


ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ।


ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।


Swiv nou:

Piblisite


Piblisite