Biblia Todo Logo
Bib sou entènèt

- Piblisite -




ମାଥିଉ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।

Gade chapit la Kopi

ଓଡିଆ ବାଇବେଲ

11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 “ଗରିବମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ।

Gade chapit la Kopi




ମାଥିଉ 26:11
16 Referans Kwoze  

କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।


କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।


ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।”


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”


“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”


କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।


ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।


Swiv nou:

Piblisite


Piblisite