Biblia Todo Logo
Bib sou entènèt

- Piblisite -




ମାଥିଉ 26:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେ ମୋର ସମାଧି-କ୍ରିୟାସ୍ଵରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।ଯୋହ.୧୯:୩୮-୪୨

Gade chapit la Kopi

ଓଡିଆ ବାଇବେଲ

12 ଆଉ, ସେ ମୋର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୋ’ ଉପରେ ସୁଗନ୍ଧି ତୈଳ ଢ଼ାଳି ସେ ମୋତେ ଅନ୍ତ୍ୟେଷ୍ଟି ପାଇଁ ପ୍ରସ୍ତୁତ କରିଛି।

Gade chapit la Kopi

ପବିତ୍ର ବାଇବଲ

12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି,

Gade chapit la Kopi




ମାଥିଉ 26:12
8 Referans Kwoze  

ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ।


ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।


ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ।


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।


Swiv nou:

Piblisite


Piblisite