Biblia Todo Logo
Bib sou entènèt

- Piblisite -




ମାଥିଉ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇଦେବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେହିଦିନଠାରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିଲା।

Gade chapit la Kopi

ପବିତ୍ର ବାଇବଲ

16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

Gade chapit la Kopi




ମାଥିଉ 26:16
6 Referans Kwoze  

ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।


ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।


କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।


Swiv nou:

Piblisite


Piblisite