Biblia Todo Logo
Bib sou entènèt

- Piblisite -




ମାଥିଉ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।

Gade chapit la Kopi

ଓଡିଆ ବାଇବେଲ

2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 “ତୁମ୍ଭେମାନେ ଜାର, ନିସ୍ତାର ପର୍ବ ହେବାକୁ ଆଉ ଦୁଇଦିନ ଅଛି। ସେତେବେଳେ ମନୁଷ୍ୟପୁତ୍ର କ୍ରୁଶବିଦ୍ଧ ହେବା ପାଇଁ ସମର୍ପିତ ହେବେ।”

Gade chapit la Kopi

ପବିତ୍ର ବାଇବଲ

2 “ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”

Gade chapit la Kopi




ମାଥିଉ 26:2
17 Referans Kwoze  

ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।


ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମ ସହରକୁ ଯାତ୍ରା କଲେ।


ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,


ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ।


ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।


ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି।


ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?


ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।


ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।


Swiv nou:

Piblisite


Piblisite