ମାଥିଉ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବ। Gade chapit laଓଡିଆ ବାଇବେଲ21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ । Gade chapit laପବିତ୍ର ବାଇବଲ (CL) NT (BSI)21 ଭୋଜନ କଲାବେଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।” Gade chapit laପବିତ୍ର ବାଇବଲ21 ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।” Gade chapit la |