ମାଥିଉ 26:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ? Gade chapit laପବିତ୍ର ବାଇବଲ (Re-edited) - (BSI)22 ସେଥିରେ ସେମାନେ ଅତ୍ୟ; ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୋ ସେ କଅଣ ମୁଁ? Gade chapit laଓଡିଆ ବାଇବେଲ22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କ'ଣ ମୁଁ ? Gade chapit laପବିତ୍ର ବାଇବଲ (CL) NT (BSI)22 ଶିଷ୍ୟମାନେ ବଡ଼ ବ୍ୟଥିତ ହୋଇ ଜଣକ ପରେ ଜଣେ ଯୀଶୁଙ୍କୁ ପଚାରିଲେ, “ଆପଣ ନିଶ୍ଚୟ ମୋତେ ଲକ୍ଷ୍ୟ କରି କହି ନାହାନ୍ତି।” Gade chapit laପବିତ୍ର ବାଇବଲ22 ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।