ମାଥିଉ 26:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)25 ଏଥିରେ ଯେଉଁ ଯିହୁଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ଯୀଶୁ ତାହାକୁ କହିଲେ, ତୁମ୍ଭେ କହିଅଛ। Gade chapit laଓଡିଆ ବାଇବେଲ25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ । Gade chapit laପବିତ୍ର ବାଇବଲ (CL) NT (BSI)25 ବିଶ୍ୱାସଘାତକ ଯିହୂଦା ଉଠି ପଚାରିଲା, “ଗୁରୁ, ମୋତେ ଆପଣ ଲକ୍ଷ୍ୟ କରି କହୁ ନାହାନ୍ତି ତ!” ଯୀଶୁ ତାକୁ ଉତ୍ତର ଦେଲେ, “ତୁମେ ତାହା କହୁଛ।” Gade chapit laପବିତ୍ର ବାଇବଲ25 ତା'ପରେ ଯିହୂଦା, “ଯିଏ ତାହାଙ୍କୁ ଶତ୍ରୁମାନଙ୍କୁ ଧରେଇ ଦେବାକୁ ଯାଉଥିଲା, କହିଲା ଗୁରୁ, ସେ କ’ଣ ମୁଁ?” ଯୀଶୁ କହିଲେ, “ହଁ, ତୁମ୍ଭେ ସେହି।” Gade chapit la |