ମାଥିଉ 26:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।” Gade chapit laପବିତ୍ର ବାଇବଲ (Re-edited) - (BSI)41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ। Gade chapit laଓଡିଆ ବାଇବେଲ41 ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ । Gade chapit laପବିତ୍ର ବାଇବଲ (CL) NT (BSI)41 ପରୀକ୍ଷାରେ ଯେପରି ନ ପଡ଼, ସେଥିପାଇଁ ଜାଗି ରହି ପ୍ରାର୍ଥନା କର। କାରଣ ତୁମ୍ଭମାନଙ୍କର ଆତ୍ମା ଉତ୍ସୁକ, କିନ୍ତୁ ଶରୀର ଦୁର୍ବଳ।” Gade chapit laପବିତ୍ର ବାଇବଲ41 ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।” Gade chapit la |