Biblia Todo Logo
Bib sou entènèt

- Piblisite -




ମାଥିଉ 26:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁନର୍ବାର ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।

Gade chapit la Kopi

ଓଡିଆ ବାଇବେଲ

44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ଯୀଶୁ ସେମାନଙ୍କୁ ଛାଡ଼ି ଟିକିଏ ଦୂରକୁ ଯାଇ ତୃତୀୟ ଥର ପାଇଁ ସେହିପରି ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ

44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।

Gade chapit la Kopi




ମାଥିଉ 26:44
6 Referans Kwoze  

ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।


କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।


ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।


ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।


Swiv nou:

Piblisite


Piblisite