Biblia Todo Logo
Bib sou entènèt

- Piblisite -




ମାଥିଉ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ତଗୋଳ ହେବ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ସେମାନେ କହିଲେ, “ଏ କାର୍ଯ୍ୟ ଆମେ ପର୍ବବେଳେ କରିବା ଅନୁଚିତ। ସେତେବେଳେ ଲୋକେ ଶାନ୍ତି ଭଙ୍ଗ କରିପାରନ୍ତି।”

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହଙ୍ଗାମା କରି ପାରନ୍ତି।”

Gade chapit la Kopi




ମାଥିଉ 26:5
17 Referans Kwoze  

ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।


କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।


ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।


ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।


ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।


ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?


Swiv nou:

Piblisite


Piblisite