Biblia Todo Logo
Bib sou entènèt

- Piblisite -




ମାଥିଉ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।

Gade chapit la Kopi

ଓଡିଆ ବାଇବେଲ

9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଏହି ସୁଗନ୍ଧି ତୈଳ ବହୁତ ଟଙ୍କାରେ ବିକ୍ରୀ ହୋଇ ପାରିଥାଆନ୍ତା ଓ ସେହି ଧନ ଗରିବମାନଙ୍କୁ ଦାନ କରାଯାଇ ପାରିଥାଆନ୍ତା।”

Gade chapit la Kopi

ପବିତ୍ର ବାଇବଲ

9 ଏ ଅତରତକ ଅନେକ ଟଙ୍କାରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରିବମାନଙ୍କ ମଧ୍ୟରେ ବଣ୍ଟା ଯାଇ ପାରିଥା’ନ୍ତା।”

Gade chapit la Kopi




ମାଥିଉ 26:9
9 Referans Kwoze  

ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।


ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”


ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”


ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?


ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।


Swiv nou:

Piblisite


Piblisite