Biblia Todo Logo
Bib sou entènèt

- Piblisite -




ମାଥିଉ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୋʼ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ।

Gade chapit la Kopi

ଓଡିଆ ବାଇବେଲ

10 ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତିରିଶଟି ମୁଦ୍ରା ବିନିମୟରେ ସେମାନେ କୁମ୍ଭାର କ୍ଷେତ କିଣିଲେ।”

Gade chapit la Kopi

ପବିତ୍ର ବାଇବଲ

10 ପ୍ରଭୁ ମୋତେ ଦେଇଥିବା ଆଦେଶ ଅନୁସାରେ ସେମାନେ ସେହି ଟଙ୍କାରେ କୁମ୍ଭାର ଜମି ଖଣ୍ଡିକ କିଣିଲେ।”

Gade chapit la Kopi




ମାଥିଉ 27:10
2 Referans Kwoze  

ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି


ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ।


Swiv nou:

Piblisite


Piblisite