ମାଥିଉ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ, ସେ କୌଣସି ଉତ୍ତର ଦେଲେ ନାହିଁ। Gade chapit laଓଡିଆ ବାଇବେଲ12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)12 କିନ୍ତୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନଙ୍କର ଅଭିଯୋଗର ଉତ୍ତରରେ ସେ କିଛି କହିଲେ ନାହିଁ। Gade chapit laପବିତ୍ର ବାଇବଲ12 କିନ୍ତୁ ଯେତେବେଳେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ତାହାଙ୍କୁ ଅଭିଯୁକ୍ତ କଲେ ସେ କିଛି ଉତ୍ତର ଦେଲେ ନାହିଁ। Gade chapit la |