Biblia Todo Logo
Bib sou entènèt

- Piblisite -




ମାଥିଉ 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା।

Gade chapit la Kopi

ଓଡିଆ ବାଇବେଲ

5 ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯିହୁଦା ମୁଦ୍ରାଗୁଡ଼ିକୁ ମନ୍ଦିର ଭିତରେ ଫୋପାଡ଼ି ଦେଇ ଚାଲିଗଲା ଏବଂ ଗଳାରେ ଦଉଡ଼ି ଦେଇ ଆତ୍ମହତ୍ୟା କଲା।

Gade chapit la Kopi

ପବିତ୍ର ବାଇବଲ

5 “ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।

Gade chapit la Kopi




ମାଥିଉ 27:5
12 Referans Kwoze  

ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।


ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।


ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,


ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।


ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।


ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”


ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ।


କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ।


Swiv nou:

Piblisite


Piblisite