Biblia Todo Logo
Bib sou entènèt

- Piblisite -




ମାଥିଉ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା,

Gade chapit la Kopi

ଓଡିଆ ବାଇବେଲ

3 ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ବରଫ ପରି ଧଳା ରଙ୍ଗ ଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତାଙ୍କର ଚେହେରାରେ ବିଜୁଳିର ଝଲକ ଥିଲା ଓ ତାଙ୍କ ପୋଷାକ ହିମ ପରି ଶୁଭ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ

3 ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା।

Gade chapit la Kopi




ମାଥିଉ 28:3
14 Referans Kwoze  

ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,


ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।


ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ।


ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।


ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।


ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।


Swiv nou:

Piblisite


Piblisite