Biblia Todo Logo
Bib sou entènèt

- Piblisite -




ମାଥିଉ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୁଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସେହି ସମୟରେ ଜଳଦୀକ୍ଷାଦାତା ଯୋହନ ଇହୁଦା ଦେଶର ମରୁଅଞ୍ଚଳକୁ ଆସି ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ

Gade chapit la Kopi




ମାଥିଉ 3:1
27 Referans Kwoze  

ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।


“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”


ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”


ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?


ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?


ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,


କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”


ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି।


ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।


ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;


Swiv nou:

Piblisite


Piblisite