Biblia Todo Logo
Bib sou entènèt

- Piblisite -




ମାଥିଉ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେତେବେଳେ ଯୀଶୁ ଗାଲିଲୀରୁ ଆସି ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯର୍ଦ୍ଦନ ନଦୀକୂଳରେ ଯୋହନଙ୍କ ନିକଟରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

13 ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ।

Gade chapit la Kopi




ମାଥିଉ 3:13
7 Referans Kwoze  

ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦିୟା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।


Swiv nou:

Piblisite


Piblisite