Biblia Todo Logo
Bib sou entènèt

- Piblisite -




ମାଥିଉ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଯୋହନ ତାହାଙ୍କୁ ନିବାରଣ କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ଵାରା ବାପ୍ତିଜିତ ହେବା ମୋହର ପ୍ରୟୋଜନ, ଆଉ ଆପଣ ମୋʼ ନିକଟକୁ ଆସୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୋହନ ଯୀଶୁଙ୍କୁ ନିବର୍ତ୍ତାଇ କହିଲେ, “ମୁଁ ସିନା ତୁମ ଦ୍ୱାରା ଦୀକ୍ଷିତ ହେବାର କଥା - ତୁମେ ତଥାପି ମୋ’ ନିକଟକୁ ଆସିଛ?”

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠାରେ ନେବା ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, “ମୋର ତୁମ୍ଭଠାରୁ ବାପ୍ତିସ୍ମ ନେବା ଦରକାର। ତୁମ୍ଭେ ମୋ’ ପାଖକୁ କାହିଁକି ଆସିଛ?”

Gade chapit la Kopi




ମାଥିଉ 3:14
16 Referans Kwoze  

ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା?


ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,


Swiv nou:

Piblisite


Piblisite