ମାଥିଉ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ତାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା। Gade chapit laଓଡିଆ ବାଇବେଲ4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)4 ଯୋହନଙ୍କ ପୋଷକ ଓଟ ଲୋମରେ ତିଆରି ହୋଇଥିଲା। ସେ ତାଙ୍କ ଅଣ୍ଟାରେ ଗୋଟିଏ ଚମଡ଼ାର କଟିବନ୍ଧ ବାନ୍ଧୁଥିଲେ। ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ତାଙ୍କର ଖାଦ୍ୟ ଥିଲା। Gade chapit laପବିତ୍ର ବାଇବଲ4 ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା। Gade chapit la |