Biblia Todo Logo
Bib sou entènèt

- Piblisite -




ମାଥିଉ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,

Gade chapit la Kopi

ଓଡିଆ ବାଇବେଲ

14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଏହା ଦ୍ୱାରା ଭାବବାଦୀ ଯିଶାଇୟଙ୍କ ବାଣୀ ସଫଳ ହେଲା। ସେ କହିଥିଲେ:

Gade chapit la Kopi

ପବିତ୍ର ବାଇବଲ

14 ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପ୍ରଭୁ ପରମେଶ୍ୱର ଯାହା କହିଥିଲେ, ତାହା ପୂର୍ଣ୍ଣ ହେବା ପାଇଁ ଯୀଶୁ ଏଭଳି କରିଥିଲେ।

Gade chapit la Kopi




ମାଥିଉ 4:14
15 Referans Kwoze  

ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”


ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”


ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”


ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”


ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,


Swiv nou:

Piblisite


Piblisite