Biblia Todo Logo
Bib sou entènèt

- Piblisite -




ମାଥିଉ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ଗାଲିଲୀ ହ୍ରଦକୂଳ ଦେଇ ଗମନ କଲାବେଳେ ଶିମୋନ (ପିତର) ଓ ଆନ୍ଦ୍ରିୟ ନାମକ ଦୁଇଜଣ ଧୀବରଙ୍କୁ ଭେଟିଲେ। ଏ ଦୁଇ ଭାଇ ଜାଲ ପକାଇ ହ୍ରଦରେ ମାଛ ଧରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ଯୀଶୁ ଗାଲିଲୀ ହ୍ରଦ ପାଖଦେଇ ଯାଉଥିଲେ, ସେ (ପିତର ନାମରେ ଖ୍ୟାତ) ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦେଖିଲେ। ସେମାନେ ହ୍ରଦରେ ଜାଲ ପକାଉଥିଲେ। ସେମାନେ, ବ୍ୟବସାୟରେ କେଉଟ ଥିଲେ।

Gade chapit la Kopi




ମାଥିଉ 4:18
23 Referans Kwoze  

ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,


ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।


ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ।


ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ।


ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ;


ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,


ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।


ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।


ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।


ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”


ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”


Swiv nou:

Piblisite


Piblisite