Biblia Todo Logo
Bib sou entènèt

- Piblisite -




ମାଥିଉ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଚାଳିଶ ଦିନ ଓ ଚାଳିଶ ରାତି ଅନାହାରରେ ବିତାଇବା ପରେ ଯୀଶୁ କ୍ଷୁଧିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା।

Gade chapit la Kopi




ମାଥିଉ 4:2
14 Referans Kwoze  

ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।


ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।


ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।


ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ।


ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,


ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।


ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ;


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ,


କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;


କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;


Swiv nou:

Piblisite


Piblisite