ମାଥିଉ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ। Gade chapit laଓଡିଆ ବାଇବେଲ21 ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁ ଟିକେ ଆଗକୁ ଯାଇ ଯାକୁବ ଓ ଯୋହନ ନାମକ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ଭେଟିଲେ। ଏ ଦୁଇ ଭାଇ ଓ ସେମାନଙ୍କ ପିତା ନୌକାରେ ବସି ସେମାନଙ୍କର ଜାଲ ସଜାଡ଼ୁଥିଲେ। Gade chapit laପବିତ୍ର ବାଇବଲ21 ଯୀଶୁ ସେଠାରୁ ଆଗକୁ ଗ୍ଭଲିଲେ। ସେ ଦେଖିଲେ ଯେ ଜେବଦୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସେମାନଙ୍କୁ ଡାକିଲେ। Gade chapit la |