Biblia Todo Logo
Bib sou entènèt

- Piblisite -




ମାଥିଉ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ଶୟତାନ ତାଙ୍କୁ ଗୋଟିଏ ଉଚ୍ଚ ପର୍ବତର ଶିଖରକୁ ନେଇଗଲା ଏବଂ ତାଙ୍କୁ ଜଗତର ସମସ୍ତ ରାଜ୍ୟଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇ କହିଲା,

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା।

Gade chapit la Kopi




ମାଥିଉ 4:8
13 Referans Kwoze  

ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।


ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,


ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।


କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।


Swiv nou:

Piblisite


Piblisite