Biblia Todo Logo
Bib sou entènèt

- Piblisite -




ମାଥିଉ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହିସମସ୍ତ ତୁମ୍ଭକୁ ଦେବା।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 “ଯଦି ତୁମେ ଜାନୁପାତି ମୋତେ ପୂଜା କରିବ, ଏହିସବୁ ତୁମକୁ ମୁଁ ଦେବି।”

Gade chapit la Kopi

ପବିତ୍ର ବାଇବଲ

9 ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”

Gade chapit la Kopi




ମାଥିଉ 4:9
21 Referans Kwoze  

ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।


ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


Swiv nou:

Piblisite


Piblisite