ମାଥିଉ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। Gade chapit laପବିତ୍ର ବାଇବଲ (Re-edited) - (BSI)10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର। Gade chapit laଓଡିଆ ବାଇବେଲ10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର । Gade chapit laପବିତ୍ର ବାଇବଲ (CL) NT (BSI)10 ଯେଉଁମାନେ ଈଶ୍ୱରଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କରି ଉତ୍ପୀଡ଼ିତ ହୁଅନ୍ତି, ସେମାନେ ଧନ୍ୟ, କାରଣ ସେମାନେ ସ୍ୱର୍ଗରାଜ୍ୟର ଅଧିକାରୀ ହେବେ। Gade chapit laପବିତ୍ର ବାଇବଲ10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ; କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।