ମାଥିଉ 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ। Gade chapit laଓଡିଆ ବାଇବେଲ4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)4 ଶୋକସନ୍ତପ୍ତ ଲୋକେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ। Gade chapit laପବିତ୍ର ବାଇବଲ4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।