Biblia Todo Logo
Bib sou entènèt

- Piblisite -




ମାଥିଉ 5:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି, ଯେକେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।

Gade chapit la Kopi

ଓଡିଆ ବାଇବେଲ

41 ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 “ଯଦି ଦେଶ ଅଧିକାର କରିଥିବା ସୈନିକମାନଙ୍କ ମଧ୍ୟରୁ କେହି ତୁମକୁ ତା’ର ବୋଝ ବୋହି ତା’ ସହିତ ଗୋଟିଏ କିଲୋମିଟର୍ ଯିବା ପାଇଁ ବାଧ୍ୟ କରେ, ତୁମେ ଅକୁଣ୍ଠିତ ଚିତ୍ତରେ ତା’ ସହିତ ଦୁଇ କିଲୋମିଟର ଯାଅ।

Gade chapit la Kopi

ପବିତ୍ର ବାଇବଲ

41 ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ।

Gade chapit la Kopi




ମାଥିଉ 5:41
6 Referans Kwoze  

ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।


ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।


ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।


ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


Swiv nou:

Piblisite


Piblisite