ମାଥିଉ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ। Gade chapit laଓଡିଆ ବାଇବେଲ9 ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)9 ଯେଉଁମାନେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରନ୍ତି ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ରୂପେ ପରିଚିତ ହେବେ। Gade chapit laପବିତ୍ର ବାଇବଲ9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ, କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ। Gade chapit la |
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”