ମାଥିଉ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ଵର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। Gade chapit laଓଡିଆ ବାଇବେଲ10 ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ । Gade chapit laପବିତ୍ର ବାଇବଲ (CL) NT (BSI)10 ତୁମର ରାଜ୍ୟ ପ୍ରତିଷ୍ଠିତ ହେଉ। ତୁମର ଇଚ୍ଛା ସ୍ୱର୍ଗରେ ଯେପରି, ଏହି ପୃଥିବୀରେ ମଧ୍ୟ ସେପରି ସଫଳ ହେଉ। Gade chapit laପବିତ୍ର ବାଇବଲ10 ତୁମ୍ଭର ରାଜ୍ୟ ଆସୁ। ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।