Biblia Todo Logo
Bib sou entènèt

- Piblisite -




ମାଥିଉ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

Gade chapit la Kopi

ଓଡିଆ ବାଇବେଲ

4 ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତୁମର ଏହି ଦାନ ଗୋପନରେ ହୋଇଥିଲେ ସୁଦ୍ଧା ତୁମର ସର୍ବଦର୍ଶୀ ପିତା ଈଶ୍ୱର ତାହା ଦେଖି ତୁମକୁ ପୁରସ୍କାର ଦେବେ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।

Gade chapit la Kopi




ମାଥିଉ 6:4
19 Referans Kwoze  

ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”


ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।


ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ, ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।


କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,


Swiv nou:

Piblisite


Piblisite