ମାଥିଉ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। Gade chapit laଓଡିଆ ବାଇବେଲ5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)5 “ପ୍ରାର୍ଥନା କରିବାବେଳେ ଛଳ ଧାର୍ମିକମାନଙ୍କ ପରି ହୁଅ ନାହିଁ। ସମସ୍ତେ ଯେପରି ଦେଖିପାରିବେ, ସେଥିପାଇଁ ଉପାସନା ଗୃହ ଓ ରାସ୍ତାଛକମାନଙ୍କରେ ଠିଆହୋଇ ସେମାନେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ ସେମାନେ ନିଜର ପୁରସ୍କାର ପାଇ ସାରିଛନ୍ତି। Gade chapit laପବିତ୍ର ବାଇବଲ5 “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା'ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି। Gade chapit la |