Biblia Todo Logo
Bib sou entènèt

- Piblisite -




ମାଥିଉ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ଵର ତାହା ଜାଣନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେମାନଙ୍କ ପରି ହୁଅ ନାହିଁ। ତୁମେ ମାଗିବା ପୂର୍ବରୁ ତୁମର ଯାହା ଆବଶ୍ୟକ, ତୁମର ପିତା ଈଶ୍ୱର ତାହା ସବୁ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ଏଣୁ ତୁମ୍ଭେ ସେମାନଙ୍କ ଭଳି ହୁଅ ନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

Gade chapit la Kopi




ମାଥିଉ 6:8
6 Referans Kwoze  

କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।


କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।


Swiv nou:

Piblisite


Piblisite