Biblia Todo Logo
Bib sou entènèt

- Piblisite -




ମାଥିଉ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଅନ୍ୟମାନଙ୍କର ଦୋଷ ଖୋଜି ବୁଲ ନାହିଁ। ତାହାହେଲେ ଈଶ୍ୱର ମଥ୍ୟ ତୁମ୍ଭର ଦୋଷ ଧରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 “ଅନ୍ୟର ବିଗ୍ଭର କର ନାହିଁ, ତା'ହେଲେ ପରମେଶ୍ୱର ତୁମ୍ଭର ବିଗ୍ଭର କରିବେ ନାହିଁ।

Gade chapit la Kopi




ମାଥିଉ 7:1
13 Referans Kwoze  

“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।


Swiv nou:

Piblisite


Piblisite