Biblia Todo Logo
Bib sou entènèt

- Piblisite -




ମାଥିଉ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିଅବା ମାଛ ମାଗିଲେ ତାହାକୁ ସାପ ଦେବ?

Gade chapit la Kopi

ଓଡିଆ ବାଇବେଲ

10 କିଅବା ମାଛ ମାଗିଲେ ତାହାକୁ ସାପ ଦେବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିମ୍ବା ସେ ମାଛ ମାଗିଲେ ତାକୁ କଣ ସାପ ଦେବ?

Gade chapit la Kopi

ପବିତ୍ର ବାଇବଲ

10 ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ’ଣ ତାକୁ ସାପଟିଏ ଦେବ? ନା! ତୁମ୍ଭେ ଦେବ ନାହିଁ?

Gade chapit la Kopi




ମାଥିଉ 7:10
4 Referans Kwoze  

କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!


ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।


Swiv nou:

Piblisite


Piblisite