Biblia Todo Logo
Bib sou entènèt

- Piblisite -




ମାଥିଉ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ବ୍ୟବସ୍ଥା ଓ ଭାବବାଦୀ-ମାନଙ୍କ ଧର୍ମଶାସ୍ତ୍ରର ସାର।

Gade chapit la Kopi

ଓଡିଆ ବାଇବେଲ

12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ ପାଇଁ ଅନ୍ୟମାନେ ଯାହା କରନ୍ତୁ ବୋଲି ତୁମେ ଇଚ୍ଛାକରୁଛ, ତୁମେ ଅନ୍ୟମାନଙ୍କ ପାଇଁ ତାହା କର। ମୋଶା ଦେିଥିବା ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଏହା ହେଉଛି ସାର କଥା।

Gade chapit la Kopi

ପବିତ୍ର ବାଇବଲ

12 “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଶିକ୍ଷାର ଅର୍ଥ।

Gade chapit la Kopi




ମାଥିଉ 7:12
19 Referans Kwoze  

ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି।


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


Swiv nou:

Piblisite


Piblisite