ମାଥିଉ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କର; କାରଣ ସର୍ବ-ନାଶକୁ ଘେନିଯିବା ଦ୍ଵାର ଓସାର ଓ ପଥ ପ୍ରଶସ୍ତ, ପୁଣି ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। Gade chapit laଓଡିଆ ବାଇବେଲ13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ । Gade chapit laପବିତ୍ର ବାଇବଲ (CL) NT (BSI)13 ସଂକୀର୍ଣ୍ଣ ଦ୍ୱାରା ଦେଇ ଯାଅ। କାରଣ ନରକକୂ ଯିବା ରାସ୍ତା ସୁଗମ ଓ ତାର ପ୍ରଶସ୍ତ। ଅନେକେ ସେହି ବାଟେ ଯାନ୍ତି। Gade chapit laପବିତ୍ର ବାଇବଲ13 “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି। Gade chapit la |