Biblia Todo Logo
Bib sou entènèt

- Piblisite -




ମାଥିଉ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେମାନଙ୍କ ଫଳ ଦ୍ଵାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟା ଗଛରୁ ଦ୍ରାକ୍ଷା ଫଳ କିମ୍ଵା କାନକୋଳି ଗଛରୁ ଡିମିରି ଫଳ ତୋଳନ୍ତି?

Gade chapit la Kopi

ଓଡିଆ ବାଇବେଲ

16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେମାନେ କାର୍ଯ୍ୟକଳାପରୁ ତୁମେ ସେମାନଙ୍କୁ ଚିହ୍ନିପାରିବ। କଣ୍ଟା ବୁଦାରେ ଦ୍ରାକ୍ଷଶ ‘ଳେ ନାହଁ କିମ୍ବା କାନକୋଳି ଗଛରେ ଡିମିରି ‘ଳ ଧର ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ।

Gade chapit la Kopi




ମାଥିଉ 7:16
10 Referans Kwoze  

ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।


“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।


ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।


ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।


Swiv nou:

Piblisite


Piblisite