Biblia Todo Logo
Bib sou entènèt

- Piblisite -




ମାଥିଉ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

3 ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତୁମ ଆଖିରେ କାଠ ଗଡ଼ଟାଏ ଥିବାବେଳେ ତୁମ ଭାଇ ଆଖିରେ ଧୂଳିକଣାଟି ପ୍ରତି ତୁମ୍ଭେ କାହିଁକି ଥ୍ୟାନତ ଦେଉଛ?

Gade chapit la Kopi

ପବିତ୍ର ବାଇବଲ

3 “ତୁମ୍ଭେ ତୁମ୍ଭ ଭାଇ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ଦେଖି ପାରୁ ନାହଁ?

Gade chapit la Kopi




ମାଥିଉ 7:3
10 Referans Kwoze  

ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;


ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।


ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।


Swiv nou:

Piblisite


Piblisite