Biblia Todo Logo
Bib sou entènèt

- Piblisite -




ମାଥିଉ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅଥବା ତୁମ୍ଭେ କିପରି ଆପଣା ଭାଇକି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି !

Gade chapit la Kopi

ଓଡିଆ ବାଇବେଲ

4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ନିଜ ଆଖିରେ କାଠଖଣ୍ଡଟିଏ ଥାଉ ଥାଉ ତୁମେ କେଉଁ ସାହସରେ ତୁମ ଭାଇ ଆଖିରୁ ଧୂଳିକଣାଟି ବାହାର କରିଦେବ ବୋଲି କହୁଛ?

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭ ନିଜ ଆଖିରେ କାଠଗୁଣ୍ଡଟି ପଡ଼ିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହି ପାରୁଛ ଯେ, ଦେଖାଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢ଼ି ଦେବି!

Gade chapit la Kopi




ମାଥିଉ 7:4
5 Referans Kwoze  

ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?


ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।


ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”


ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।


ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।


Swiv nou:

Piblisite


Piblisite