Biblia Todo Logo
Bib sou entènèt

- Piblisite -




ମାଥିଉ 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।

Gade chapit la Kopi

ଓଡିଆ ବାଇବେଲ

5 ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପ୍ରତାରକ! ତୁମ ଆଖିରୁ କାଠ ଗଡ଼ଟିକୁ ପ୍ରଥମେ ବାହାର କରିଦିଅ। ତାହାହେଲେ ତୁମ ଭାଇର ଆଖିରେ ପଡ଼ିଥିବା ଧୁଳିକଣାକୁ ତୁମେ ସହଜରେ ଦେଖିପାରିବ।

Gade chapit la Kopi

ପବିତ୍ର ବାଇବଲ

5 ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର, ତା'ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତା'ପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢ଼ି ଆଣି ପାରିବ।

Gade chapit la Kopi




ମାଥିଉ 7:5
11 Referans Kwoze  

ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”


କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”


କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”


ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”


ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?


ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?


ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


Swiv nou:

Piblisite


Piblisite