Biblia Todo Logo
Bib sou entènèt

- Piblisite -




ମାଥିଉ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯାଏ।

Gade chapit la Kopi

ଓଡିଆ ବାଇବେଲ

8 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯେ କେହି ମାଗେ, ତାକୁ ଦିଆଯାଏ; ଯେ ଖୋଜେ, ସେ ପାଏ; ଯେ ଦ୍ୱାରରେ ଆଘାତ କରେ, ତା ପାଇଁ ଦ୍ୱାର ଖୋଲି ଦିଆଯାଏ।

Gade chapit la Kopi

ପବିତ୍ର ବାଇବଲ

8 କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠ‌କ୍‌ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।

Gade chapit la Kopi




ମାଥିଉ 7:8
13 Referans Kwoze  

ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।


ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”


ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;


ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ।


ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।


ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।


କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।


Swiv nou:

Piblisite


Piblisite