Biblia Todo Logo
Bib sou entènèt

- Piblisite -




ମାଥିଉ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଏହା ଶୁଣି ଆଶ୍ଚଯ୍ୟ ହେଲେ ଓ ତାଙ୍କ ଅନୁସରଣକାରୀମାନଙ୍କୁ କହିଲେ, “ମୁଁ ସତ କହୁଛି, ଇଶ୍ରାୟେଲର କୌଣସି ଲୋକଠାରେ ଏ ଲୋକ ପରି ବିଶ୍ୱାସ ମୁଁ ଦେଖି ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ।

Gade chapit la Kopi




ମାଥିଉ 8:10
9 Referans Kwoze  

ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”


ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।


ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।


କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”


ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”


ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,


ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?


Swiv nou:

Piblisite


Piblisite