Biblia Todo Logo
Bib sou entènèt

- Piblisite -




ମାଥିଉ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କିନ୍ତିୁ ଯେଉଁମାନେ ଏହି ରାଜ୍ୟରେ ରହିବା କଥା,;ସମାନଙ୍କୁ ବାହାର ଅନ୍ଧକାରରେ ନିକ୍ଷେପ କରାଯିବ।ସେଠାରେ ସେମାନେ କ୍ରନ୍ଦନ କରି ଦାନ୍ତ ରଗଡ଼ିବେ।”

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”

Gade chapit la Kopi




ମାଥିଉ 8:12
19 Referans Kwoze  

ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ; ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।”


ପୁଣି, ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ, ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।


ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।


ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।


କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ବର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃ-ପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।


କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।


ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


Swiv nou:

Piblisite


Piblisite